32.1 C
Bhubaneswar
Monday, October 21, 2024
Homeଦେଶ ବିଦେଶଘରେ ଲାଗିଲା ନିଆଁ: ୪ ମୃତ

ଘରେ ଲାଗିଲା ନିଆଁ: ୪ ମୃତ

ପାଟନାବିହାର ବେଗୁସରାଇରେ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଯାଇଛି । ସୋମବାର ବିଳମ୍ବିତ ରାତିରେ ଶୋଇଥିବା ଅବସ୍ଥାରେ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବାରୁ ଗୋଟିଏ ପରିବାରର 4 ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତକମାନେ ସମ୍ପର୍କରେ ବାପାମାଆ ଓ ତାଙ୍କର 2 ଛୁଆ । ନିଜ ଛୁଆଙ୍କୁ ବଞ୍ଚାଇବାକୁ ଯାଇ ମାଆବାପା ନିଆଁ ସଂସ୍ପର୍ଶରେ ଆସି ପ୍ରାଣ ହରାଇଥିବା ଜଣାପଡିଛି । ତେବେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ଏହା ଘଟିଥିବା ଅନୁମାନ କରାଯାଉଛି । ପୋଲିସ ତଦନ୍ତ ଆରମ୍ଭ କରିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking