26.1 C
Bhubaneswar
Monday, October 21, 2024
Homeଓଡିଶାକେନ୍ଦ୍ରାପଡ଼ାରେ ୧୭ ଓ ୨୨ରେ ମଦ ବିକ୍ରି ବନ୍ଦ

କେନ୍ଦ୍ରାପଡ଼ାରେ ୧୭ ଓ ୨୨ରେ ମଦ ବିକ୍ରି ବନ୍ଦ

କେନ୍ଦ୍ରାପଡ଼ା : ଜାନୁଆରୀ ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ । ମଦ ଦୋକାନ ବନ୍ଦ କରିବାକୁ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ପରିକ୍ରମା ପ୍ରକଳ୍ପ ଓ ରାମମନ୍ଦିର ପ୍ରତିଷ୍ଠା ପାଇଁ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ରୂପାନ୍ତରଣ ନାଁରେ ଓଡ଼ିଶାବାସୀଙ୍କ ସହ ପ୍ରତାରଣା ଓ ଛଳନା କରାଯାଉଛି: ଧର୍ମେନ୍ଦ୍ର ପ୍ରଧାନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking