27.1 C
Bhubaneswar
Sunday, September 22, 2024
Homeଓଡିଶାରାଜ୍ୟରେ କମୁଛି ଶୀତ, ବଢୁଛି କୁହୁଡି

ରାଜ୍ୟରେ କମୁଛି ଶୀତ, ବଢୁଛି କୁହୁଡି

ଭୁବନେଶ୍ବର : ରାଜ୍ୟରେ କମୁଛି ଶୀତ, ବଢୁଛି କୁହୁଡି । ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘନ କୁହୁଡି ଦେଖିବାକୁ ମିଳିଛି । ଦୃଶ୍ୟମାନ କ୍ଷମତା ବହୁତ କମ୍‌ ରହିଛି । କୁହୁଡିକୁ ନେଇ ପରିବହନ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ଘନ କୁହୁଡି ଯୋଗୁ ରାସ୍ତାରେ ବହୁ ମାତ୍ରରେ ସଡକ ଦୁର୍ଘଟଣା ହେବାର ଆଶଙ୍କା ରହିଛି । ଗନ୍ତବ୍ୟ ସ୍ଥଳରେ ପହଞ୍ଚିବାରେ ବିଳମ୍ବ ହେଉ ପଛେ ଗାଡି ଧୀରେ ଚଳାନ୍ତୁ । ଘନ କୁହୁଡିର ମୁକାବିଲା କରିବା ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ପୋଲିସ ଏବଂ ପରିବହନ କମିଶନରଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ପାଟ୍ରୋଲିଂ ବଢାଇବା ସହ ଡ୍ରାଇଭର ମାନଙ୍କୁ ସଚେତନ କରିବା ପାଇଁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking