28.1 C
Bhubaneswar
Sunday, September 22, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ପୁରୁଣିଆ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। ଭାରସାମ୍ୟ ହରାଇ ଏକ ଆମ୍ବୁଲାନ୍ସ ରାସ୍ତାକଡରେ ଥିବା ଗଛରେ ପିଟି ହୋଇଯାଇଛି। ଦୁର୍ଘଟଣାରେ ଦେଢ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ ଘଟିଥିବାବେଳେ ୪ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ କେନ୍ଦୁଝର ମେଡିକାଲରେ ଭର୍ତ୍ତି କରାଯାଇଛି। ଶିଶୁ ପୁତ୍ରର ମାନସିକ ଥିବାରୁ ପରିବାର ଲୋକ ଘଟଗାଁ ତାରିଣୀ ଦର୍ଶନ ସାରି ଏକ ଘରୋଇ ଆମ୍ବୁଲାନ୍ସରେ ଫେରୁଥିବାବେଳେ ଏହି ଅଘଟଣ ଘଟିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking