କଟକ: ଏସସିବି ପ୍ରଥମ ହାପ୍ଲୋ ବୋନମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଖୋର୍ଦ୍ଧା ଜିଲ୍ଲାର ଶୁଭ୍ରାଂଶୁ ସାହୁ ନାମକ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ୯ରେ ଏସସିବିରେ ଆପ୍ଲୋ ବୋନମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ହୋଇଥିଲା । ଆଜି ଭୋରରୁ ଶୁଭ୍ରାଂଶୁଙ୍କ ମୃତ୍ୟୁ ନେଇ ମେଡିକାଲ ପକ୍ଷରୁ ସୂଚନା ।