30.1 C
Bhubaneswar
Friday, September 20, 2024
Homeଓଡିଶାମୋକିମ, ଚିରଞ୍ଜୀବ ଓ ସଗରିଆଙ୍କ ଉପରୁ ଉଠିଲା ନିଲମ୍ବନ

ମୋକିମ, ଚିରଞ୍ଜୀବ ଓ ସଗରିଆଙ୍କ ଉପରୁ ଉଠିଲା ନିଲମ୍ବନ

ଭୁବନେଶ୍ୱର : ଦୁଇ ବରିଷ୍ଠ କଂଗ୍ରେସ ନେତାଙ୍କ ଉପରୁ ଉଠୁଲା ନିଲମ୍ବନ । ବିଧାୟକ ମହମ୍ମଦ ମୋକିମଙ୍କ ଉପରୁ ନିଲମ୍ବନ ହଟିଲା । ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳଙ୍କ ଉପରୁ ନିଲମ୍ବନ ହଟିଲା । ପୂର୍ବତନ ବିଧୟକ କୃଷ୍ଣଚନ୍ଦ୍ର ସଗରିଆଙ୍କ ଉପରୁ ମଧ୍ୟ ନିଲମ୍ବନ ହଟିଲା । ନିଲମ୍ବନ ହଟିବା ନେଇ ପ୍ରଭାରୀ ଅଜୟ କୁମାରଙ୍କ ସୂଚନା ।

ପୋଲିସ-ମୋଓବାଦୀ ଗୁଳି ବିନିମୟ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking