31.1 C
Bhubaneswar
Sunday, September 22, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

କେନ୍ଦୁଝର : କେନ୍ଦୁଝର ଜିଲ୍ଲାର ୫୨୦ ନମ୍ବର ଜାତୀୟ ରାଜପଥ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୩ଟି ଟ୍ରକ୍ ମଧ୍ୟରେ ଧକ୍କା ହୋଇଥିଲା । ଯାହାଫଳରେ ଏତେ ବଡ଼ ଦୁର୍ଘଟଣା ଘଟିଛି । ପ୍ରଥମେ ଗୋଟେ ଟ୍ରକଟିର ଚକା ଫାଟିଯିବାରୁ ଉକ୍ତ ଟ୍ରକଟି ଭାରସ୍ୟାମ ହରାଇ ଅନ୍ୟ ୨ ଟି ଟ୍ରାକ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଜଣେ ଡ୍ରାଇଭରଙ୍କର ମୃତ୍ୟୁ ହେବାସହିତ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରିଥିଲେ । ପୋଲିସକୁ ମଧ୍ୟ ସ୍ଥାନୀୟ ଲୋକ ଖବର ଦେଇଥିଲେ । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । ଘଟଣାସ୍ଥଳରେ ଟ୍ରକଗୁଡିକ ଭାଙ୍ଗି ନଷ୍ଟ ହୋଇଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking