ଭୁବନେଶ୍ୱର : ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ କୋହଲା ପାଗ ରହିବ । ଦକ୍ଷିଣ ଛତିଶଗଡରେ ଘୂର୍ଣ୍ଣିବଳୟ ପ୍ରଭାବରେ କିଛି ସ୍ଥାନରେ ବର୍ଷା ସମ୍ଭାବନା । ଉତ୍ତର ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶରେ ବର୍ଷା ଆଶଙ୍କା । ବଙ୍ଗୋପସାଗରରେ ଗୁରୁଚାପ ପ୍ରଭାବରେ ଘନ କୁହୁଡି ଆଶଙ୍କା । ୨୬ ତାରିଖ ପରଠୁ ପାଗରେ ପରିବର୍ତ୍ତନ ସହ ସାମାନ୍ୟ କମିବ ଶୀତ । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।