28.1 C
Bhubaneswar
Friday, October 18, 2024
Homeଓଡିଶାପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଦେବେ ଭୋଟ୍

ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଦେବେ ଭୋଟ୍

ଭୁବନେଶ୍ୱର: ଏଥର ସାଧାରଣ ନିର୍ବାଚନରେ ଭୋଟ୍ ଦେବା ପାଇଁ ନୂଆ ବ୍ୟବସ୍ଥା । ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଦେବେ ଭୋଟ୍ । ପୋଲିଂ ଦାୟିତ୍ୱରେ ଥିବା ସବୁ ଅଧିକାରୀ, କର୍ମଚାରୀ ସେଇଠି ଭୋଟ୍ ଦେବେ । ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ସ୍ୱତନ୍ତ୍ର ଭୋଟଗ୍ରହଣ କେନ୍ଦ୍ର ହେବ । ୮୦ ବର୍ଷରୁ ଅଧିକ ବୟସ୍କ ଓ ୪୦ ବର୍ଷରୁ କମ୍ ଦିବ୍ୟାଙ୍ଗଙ୍କ ପାଇଁ ବ୍ୟବସ୍ଥା ରହିଛି । ଏହି ଦୁଇ ବର୍ଗ ଅସୁସ୍ଥ ହୋଇ ଘରେ ରହୁଥିଲେ, ହୋମ ଭୋଟିଂ ବ୍ୟବସ୍ଥା । ଭୋଟ୍ ପାଇଁ ସବୁ ଜିଲ୍ଲାରେ ଇଭିଏମ୍ ପହଂଚି ସାରିଥିବା କହିଲେ ସିଇଓ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking