25.1 C
Bhubaneswar
Monday, October 21, 2024
Homeଓଡିଶାରାଜ୍ୟକୁ ପୁଣି ଫେରିଛି ଶୀତ

ରାଜ୍ୟକୁ ପୁଣି ଫେରିଛି ଶୀତ

ଭୁବନେଶ୍ୱର: ରାଜ୍ୟକୁ ଫେରିଛି ଶୀତ । ଉପାନ୍ତରୁ ଉପକୂଳ ସବୁଠି ଖସିଛି ପାରଦ । ଆଜି ୧୩ ଡିଗ୍ରୀ ତଳେ ରହିଛି ରାଜ୍ୟର ୧୨ ସହର । ସୁନ୍ଦରଗଡ଼ର ତାପମାତ୍ରା ୮ ଡିଗ୍ରୀକୁ ଖସିଛି । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ପବନ ପ୍ରଭାବରେ ଜାଡ ବଢିଥିବା ପାଣିପାଗ ବିଭାଗ କହିଛି ।

ଅନ୍ୟପଟେ ବାୟୁମଣ୍ଡଳରେ ଜଳିୟବାଷ୍ପ ପରିମାଣ ଅଧିକ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହୋଇଛି । ଅନ୍ୟପଟେ ୩୧ ତାରିଖରୁ ପୁଣି ଭିଜିବ ଓଡିଶା । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking