ଭୁବନେଶ୍ବର: ପ୍ରଥମେ ଫେବ୍ରୁଆରୀ ୩ ଓ ପରେ ୧୦ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ତେବେ ପ୍ରଥମେ ୩ ତାରିଖରେ ସମ୍ବଲପୁର ଗସ୍ତରେ ଆସି ଆଇଆଇଏମ୍ର ସ୍ଥାୟୀ କ୍ୟାମ୍ପସ ଉଦ୍ଘାଟନ ସମ୍ମିଳନୀରେ ଯୋଗଦେବେ । ଏହାପରେ ପୁଣି ୧୦ ତାରିଖରେ ମଧ୍ୟ ମୋଦି ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି ।