24.1 C
Bhubaneswar
Sunday, October 20, 2024
Homeଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ବଜେଟ୍‌ ଅଧିବେଶନ

ଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ବଜେଟ୍‌ ଅଧିବେଶନ

ଭୁବନେଶ୍ୱର : ଆସନ୍ତା ମାସରୁ ବିଧାନସଭା ଅଧିବେଶନ । ଫେବୃଆରୀ ୫ରୁ ଆରମ୍ଭ ହୋଇ ୧୩ ଯାଏଁ ଚାଲିବ ବିଧାନସଭା ଅଧିବେଶନ୍‌ । ଏହି ଅଧିବେଶନରେ କାମଚଳା ବଜେଟ ଆଗତ ହେବ ।୫ରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ୮ରେ ବଜେଟ୍‌ ଉପସ୍ଥାପନ କରାଯିବ।ତେବେ ଏହି ଅଧିବେଶନଟି ଉଭୟ ଶାସକ ଏବଂ ବିରୋଧୀ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ । ଆଗକୁ ନିର୍ବାଚନ ଥିବାରୁ ଉଭୟ ଉଭୟଙ୍କୁ ବିଧାନସଭାରେ ଘେରିବାକୁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବେ । ଶେଷରେ ଅଧିବେଶନ ଶେଷ ଦିନ ସମସ୍ତ ବିଧାୟକଙ୍କର ଫଟୋ ସେସନ୍‌ କରାଯିବାର କାର୍ଯ୍ୟକ୍ରମ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking