27.1 C
Bhubaneswar
Saturday, October 19, 2024
Homeଓଡିଶାଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଚମ୍ପାଇ ସୋରେନ୍

ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଚମ୍ପାଇ ସୋରେନ୍

ରାଞ୍ଚି: ଝାଡ଼ଖଣ୍ଡରେ ଆଜିଠୁ ‘ଚମ୍ପାଇ ରାଜ୍’ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜେଏମଏମ ସାଇସ୍ ପ୍ରେସିଡେଣ୍ଟ ଚମ୍ପାଇ ସୋରେନ । ରାଜଭବନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ସି.ପି. ରାଧାକ୍ରୀଷ୍ଣନ । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ଗିରଫ କରିବା ପରେ ଚମ୍ପାଇ ସୋରେନ ଝାଡ଼ଖଣ୍ଡ ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking