32.1 C
Bhubaneswar
Monday, October 21, 2024
Homeଓଡିଶାଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ଚକ୍ରଧାରୀ ଶରନ ସିଂ

ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ଚକ୍ରଧାରୀ ଶରନ ସିଂ

କଟକ: ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି । ଆଜି ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଷ୍ଟ୍ରପତି ସମ୍ବିଧାନର ଧାରା ୨୧୭(୧)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଏବେ ଓଡ଼ିଶା ହାଇକୋର୍ଟର କାର୍ୟ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ କାର୍ୟ୍ୟ କରୁଛନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking