29.1 C
Bhubaneswar
Tuesday, October 22, 2024
Homeଓଡିଶାସଡକ ଦୁର୍ଘଟଣା : ୧୦ ଆହତ

ସଡକ ଦୁର୍ଘଟଣା : ୧୦ ଆହତ

ଯାଜପୁର : ଆଜି ଭୋର ୪ଟାରେ ବାରଯାତ୍ରୀମାନେ ଏକ ବସ୍ ଯୋଗେ ଜାମସେଦପୁରରୁ ଏକ ବିବାହ କାର୍ଯ୍ୟରେ ଯୋଗଦେଇ ଯାଜପୁରକୁ ଫେରୁଥିଲେ। ଏହି ସମୟରେ ତାଟ ଛକ ନିକଟରେ ଏକ ଟ୍ରକ ରାସ୍ତାକଡ଼ରେ ଠିଆ ହୋଇଥିଲା। ବସ୍‌ଟି ଭାରସାମ୍ୟ ହରାଇ ଟ୍ରକକୁ ପଛରୁ ଧକ୍କା ଦେଇଥିଲା।ଦୁର୍ଘଟଣାରେ ୧୦ରୁ ଅଧିକ ବରଯାତ୍ରୀ ଆହତ ହୋଇଥିଲେ। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବସ୍‌ରେ ୪୧ ଜଣ ବରଯାତ୍ରୀ ଥିଲେ। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking