27.1 C
Bhubaneswar
Monday, September 23, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା: ୧୨ ଗୁରୁତର

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧୨ ଗୁରୁତର

ବୌଦ୍ଧ: ବୌଦ୍ଧ ଜିଲ୍ଲା  ୫୭ନ ଜାତୀୟ ରାଜପଥ ବାଉଁଶୁଣୀ ଥାନା ବହିରା ଛକ ନିକଟରେ ଟ୍ରକ-ବୋଲେରୋ ମୁହାଁମୁହିଁ ଧକ୍କା । ଫଳରେ ୧୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି ।

ଟ୍ରକ୍ ଟି ସୋନପୁର-ବୌଦ୍ଧ ଅଭିମୁଖେ ଯାଉଥିବାବେଳେ ସାମ୍ନା ପଟରୁ ଆସୁଥିବା ଏକ ବୋଲେରୋ ସହିତ ବହିରା ଛକ ନିକଟରେ ମୁହାଁମୁହିଁ ଧକାହୋଇଥିଲା ।

ଯାହା ଫଳରେ ବଲେରୋରେ ଥିବା ପ୍ରାୟ ୧୨ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଖବର ପାଇ ବାଉଁସୁଣି ଦମକଳବାହୀନି ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ପ୍ରଥମେ ବାଉଁଶୁଣୀ ମେଡିକାଲରେ ଭର୍ତ୍ତି କରିଥିବା ଜଣାପଡିଛି । ଅନ୍ୟପଟେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking