31.1 C
Bhubaneswar
Monday, October 21, 2024
Homeଓଡିଶାପରୀ ହତ୍ୟା ମାମଲା: ଦୋଷୀକୁ ୨୦ ବର୍ଷ ଜେଲ୍‌

ପରୀ ହତ୍ୟା ମାମଲା: ଦୋଷୀକୁ ୨୦ ବର୍ଷ ଜେଲ୍‌

ଭୁବନେଶ୍ୱର: ନୟାଗଡ଼ର ବହୁ ଚର୍ଚ୍ଚିତ ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାର ରାୟ ଆଜି ପ୍ରକାଶ ପାଇଛି । ଦୋଷୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି ।  ନୟାଗଡ଼ ଚିଲଡ୍ରେନ କୋର୍ଟ ଏହି କାରାଦଣ୍ଡାଦେଶ ଦେଇଛନ୍ତି ।  ନୟାଗଡ ଯଦୁପୁର ଅଞ୍ଚଳର ୫ ବର୍ଷୀୟ ଝିଅ ପରୀକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା । ଘର ଆଗରେ ଖେଳୁଥିବାବେଳେ ପରୀ ନିଖୋଜ ହୋଇଯାଇଥିଲା । ୧୦ ଦିନ ପରେ ପରୀର ମୃତଦେହକୁ ଉଦ୍ଧାର କରିଥିଲା ପୋଲିସ । ଘଟଣାର ଏସଆଇଟି ତଦନ୍ତ କରାଯିବା ସହ ସରୋଜ ସେଠୀକୁ ଗିରଫ କରାଯାଇଥିଲା । ଗିରଫ ସରୋଜକୁ ପୋକ୍ସୋ କୋର୍ଟ ନାବାଳକ ଦର୍ଶାଇବା ପରେ ତାକୁ ବାଳସୁଧାର ଗୃହକୁ ପଠାଇ ଦିଆଯାଇଥିଲା ।

ବଜେଟ୍ ଅଧିବେଶନରେ ବେଦାନ୍ତ ତାତି: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking