25.1 C
Bhubaneswar
Tuesday, November 26, 2024
Homeଦେଶ ବିଦେଶମିଥୁନ୍‌ଙ୍କୁ ବ୍ରେନ୍ ଷ୍ଟ୍ରୋକ୍‌, ହସ୍ପିଟାଲରେ ଭର୍ତ୍ତି

ମିଥୁନ୍‌ଙ୍କୁ ବ୍ରେନ୍ ଷ୍ଟ୍ରୋକ୍‌, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ:  ଅଭିନେତା ମିଥୁନ୍ ଚକ୍ରବର୍ତ୍ତୀ ବ୍ରେନ୍ ଷ୍ଟ୍ରୋକ୍‌ର ଶିକାର ହୋଇଛନ୍ତି । ଶନିବାର ସକାଳୁ ସେ ପ୍ରଥମେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରେ ତାଙ୍କୁୂ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆସିଥିବା ଅପଡେଟ୍ ଅନୁସାରେ ମିଥୁନ୍‌ଙ୍କୁ ବ୍ରେନ୍ ଷ୍ଟ୍ରୋକ୍ ହୋଇଛି । ତେବେ ବର୍ତ୍ତମାନ ତାଙ୍କର ଚିକିତ୍ସା ଆରମ୍ଭ ହୋଇଯାଇଛି ଏବଂ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ତୀକ୍ଷ୍‌ଣ ନଜର ରଖାଯାଇଥିବା ହସ୍ପିଟାଲ କର୍ତ୍ତୃପକ୍ଷ କହିଛନ୍ତି । ମିଥୁନ୍‌ଙ୍କ ଅଭିନେତା ପୁଅ ମହାକ୍ଷୟ ଚକ୍ରବର୍ତ୍ତୀ ଏବଂ ପରିବାରର ଅନ୍ୟ ସଦସ୍ୟମାନେ ଏବେ ମିଥୁନ୍‌ଙ୍କ ସହ ହସ୍ପିଟାଲରେ ଉପସ୍ଥିତ ଥିବା ଜଣାପଡିଛି । ମିଥୁନ୍‌ଙ୍କ ପ୍ରଶଂସକମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସିନେମା ଜଗତରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ସମ୍ମାନଜନକ ପଦ୍ମଭୂଷଣ ପୁରସ୍କାରରେ ତାଙ୍କୁ ଭାରତ ସରକାର ସମ୍ମାନିତ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking