32.1 C
Bhubaneswar
Friday, October 18, 2024
Homeଓଡିଶାଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ-ଓ ସ୍କଲାରସିପ୍

ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ-ଓ ସ୍କଲାରସିପ୍

ଯାଜପୁର : ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି । ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ୍ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି । ଏ ନେଇ ଯାଜପୁରରେ ଆୟୋଜିତ ନୂଆ-ଓ କାର୍ୟ୍ୟକ୍ରମରେ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ ଘୋଷଣା କରିଛନ୍ତି । ତେବେ ଏହି ସ୍କଲାରସିପ୍ ସବୁ କଲେଜ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯିବ । ବର୍ଷକୁ ଛାତ୍ରଙ୍କୁ ୧୦ ହଜାର ଟଙ୍କା ମିଳିବା ବେଳେ ଛାତ୍ରଙ୍କୁ ୯ ହଜାର ଟଙ୍କା ପ୍ରଦାନ କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking