ନୁଆଦିଲ୍ଲୀ : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ କାର୍ଯ୍ୟାଳ ଅବଧି ବୃଦ୍ଧି କରାଯାଇଛି । ଜୁନ୍ ୨୦୨୪ ଯାଏଁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ରହିବେ ଜେ ପି ନଡ୍ଡା । ବିଜେପି ସଂସଦୀୟ ବୋର୍ଡ ପକ୍ଷରୁ ପ୍ରସ୍ତାବକୁ ମଞ୍ଜୁର କରାଯାଇଛି ।