31.1 C
Bhubaneswar
Friday, October 18, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ଗଞ୍ଜାମ : ଅଟୋକୁ ପଛରୁ ପିଟିଲା ଟ୍ରକ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଂଜାମ ଜିଲ୍ଲାରେ । ଏହି ଦୁର୍ଘଟଣାରେ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ୪ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଯାଇଛି । ୪ ଜଣ ଗୁରୁତରଙ୍କୁ ପ୍ରଥମେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତିକରଯାଇଥିଲା । ଏହାପରେ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ, ବିପରୀତ ଦିଗରୁ ଆସୁଥିବା ଟ୍ରକଟି ଅଟୋ ସହିତ ମୁହାଁମୁହିଁ ଧକ୍କା ଦେଇଥିଲା । ଯାହାଫଳକରେ ଏଭଳି ଦୁର୍ଘଟଣା ଘଟିଥିଲା । ସ୍ଥାନୀୟ ଲୋକେ ଏହା ଦେଖି ଅଟୋ ଡ୍ରାଇଭର ସମେତ ପାଞ୍ଚ ଜଣଙ୍କୁ ପ୍ରଥମେ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଇଥିଲେ । ଏହାପରେ ସେମାନଙ୍କୁ ବ୍ରହ୍ମପୁର ଏମ କେ ସି ଜି କୁ ସ୍ଥାନାନ୍ତର କରାଯାଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିଲାବେଳେ ଜଣଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking