34.1 C
Bhubaneswar
Friday, September 20, 2024
Homeଓଡିଶାଓଲଟିଲା ଅଟୋ : ୪ ଆହତ

ଓଲଟିଲା ଅଟୋ : ୪ ଆହତ

ଗଞ୍ଜାମ : ଆଜି ଗଞ୍ଜାମ ଜିଲ୍ଲାରେ ଘଟିଛି ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଅଟୋ । ସୂଚନା ଅନୁସାରେ, ଅଟୋରେ ୪ ଜଣ ଯାତ୍ରୀ ଆସୁଥିବା ସମୟରେ ଅଟୋଟି ଭାରସ୍ୟାମ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା । ଅଟୋ ଚାଳକଙ୍କ ସମେତ ୪ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକ, ତୁରନ୍ତ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଟୋକୁ ଜବତ ରଖିବା ସହିତ ଦୁର୍ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିଛି । ଘଟଣାସ୍ଥଳରେ ମଧ୍ୟ ଘଟଣାର ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking