34.1 C
Bhubaneswar
Friday, October 18, 2024
Homeଓଡିଶାଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଭାଇ-ଭଉଣୀଙ୍କ ଜୀବନ

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଭାଇ-ଭଉଣୀଙ୍କ ଜୀବନ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଚୁଡ଼ା ଗ୍ରାମର ଗେଡି ମୁଣ୍ଡିଆ ନିକଟରେ ସୋମବାର ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦୁହେଁ ଭାଇ-ଭଉଣୀ ବୋଲି ଜଣାଯାଇଛି। ଉଭୟଙ୍କ ଘର ନୟାଗଡ଼ ଜିଲ୍ଲା ବାଉଁଶିଆପଡ଼ା ନିକଟ ବନମାଳୀପୁର ଗ୍ରାମରେ ବୋଲି ଜଣାପଡ଼ିଛି। ସେ ଦୁହେଁ ଏକ ପଲସର୍ ଗାଡ଼ିରେ ଘରକୁ ଫେରୁଥିଲେ। ବୋଲଗଡ଼ ପୁଲିସ ଘଟଣାର ତଦନ୍ତ କରୁଛି।

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଦୁଇ ଜଣ ଯାତ୍ରୀଙ୍କ ମୃତ୍ୟୁ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking