27.1 C
Bhubaneswar
Thursday, June 27, 2024
Homeଓଡିଶାବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର

ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ବର: ବିଜେପି ଛାଡ଼ିଛନ୍ତି ରାଜ୍ୟ ବିଜେପିର ବରିଷ୍ଠ ନେତ୍ରୀ ତଥା ଦଳର ଉପସଭାପତି ଲେଖାଶ୍ରୀ ସାମନ୍ତସିଂହାର। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ। ଦଳର ପ୍ରତିଟି କାର୍ଯ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି। ଏତେ ଦିନ ଧରି ଦଳ ପାଇଁ କାମ କରିବା ପରେ ବି ଶୀର୍ଷ ନେତୃତ୍ୱର ବିଶ୍ୱାସଭାଜନ ହୋଇପାରିଲେ ନାହିଁ। ତେଣୁ ବିଜେପି ଛାଡ଼ିବାର ନିଷ୍ପତ୍ତି ନେଇଥିବା ନିଜର ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି ଲେଖାଶ୍ରୀ ସାମନ୍ତସିଂହାର।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking