32.1 C
Bhubaneswar
Saturday, October 19, 2024
Homeଓଡିଶାପ୍ରଥମ ରାଉଣ୍ଡ ସୁଦ୍ଧା ଟିଟିଲାଗଡରେ ବିଜେପି ପ୍ରାର୍ଥୀ ଆଗୁଆ

ପ୍ରଥମ ରାଉଣ୍ଡ ସୁଦ୍ଧା ଟିଟିଲାଗଡରେ ବିଜେପି ପ୍ରାର୍ଥୀ ଆଗୁଆ

ଭୁବନେଶ୍ୱର : ଏପ୍ରିଲ ୧୯ରେ ଆରମ୍ଭ ବୋଇଥିବା ଲୋକସଭା ଓ ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହୋଇଛି । ଜୁନ୍ ୧ରେ ୮ଟି ରାଜ୍ୟରେ ୫୭ଟି ଆସନରେ ଭୋଟ୍ ଗ୍ରହଣ ହୋଇଯାଇଛି । ଏହା ସହ ଦେଶର ସର୍ବ ବୃହତ୍ତ ନିର୍ବାଚନ ସମାପ୍ତ ହୋଇଯାଇଛି । ତେବେ ୪୪ ଦିନର ନିର୍ବାଚନ ପ୍ରକ୍ରିୟା ପରେ, ଆଜି ହେଉଛି ଭୋଟ୍ ଗଣନା । ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଥିବା ବେଳେ ଟିଟିଲାଗଡରେ ବିଜେପି ପ୍ରାର୍ଥୀ ଆଗୁଆ ଅଛନ୍ତି । ପ୍ରଥମ ରାଉଣ୍ଡ ସୁଦ୍ଧା ନବୀନ ଜୈନଙ୍କୁ ୩ ହଜାର ୯୯୧ ଭୋଟ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking