26.1 C
Bhubaneswar
Tuesday, September 24, 2024
Homeଦେଶ ବିଦେଶଧର୍ମେନ୍ଦ୍ରଙ୍କୁ ଫୋନକଲ, ହୋଇପାରନ୍ତି ମନ୍ତ୍ରୀ

ଧର୍ମେନ୍ଦ୍ରଙ୍କୁ ଫୋନକଲ, ହୋଇପାରନ୍ତି ମନ୍ତ୍ରୀ

ନୂଆଦିଲ୍ଲୀ: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିବେ। ତେବେ କାହାକୁ ମୋଦି କ୍ୟାବିନେଟରେ ସ୍ଥାନ ମିଳିବ। ସେନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଆଜି ଅନେକ ମନ୍ତ୍ରୀମାନଙ୍କୁ ଫୋନ୍‌ ଆସିବା ଆରମ୍ଭ ହୋଇଛି। ଏହି କ୍ରମରେ ଏ ପର୍ୟ୍ୟନ୍ତ ଓଡ଼ିଶାର ସୁରେଜ ପୂଜାରୀ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମଙ୍କୁ କଲ୍‌ ଆସଥିବା ବେଳେ ଏବେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଫୋନ୍‌ ଆସିଛି। ତେବେ ଧର୍ମେନ୍ଦ୍ରଙ୍କୁ କେଉଁ ମନ୍ତ୍ରୀପଦ ମିଳିବ, ତାହାକୁ ନେଇ ସମସ୍ତଙ୍କ ନଜର ରହିଛି।

ଜୁଏଲ, ଅଶ୍ୱିନୀଙ୍କୁ ପିଏମ୍‌ଓରୁ ଆସିଲା ଫୋନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking