ଭୁବନେଶ୍ୱର : କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର । ଶପଥ ପାଠ କରାଇଲେ ରାଜ୍ୟପାଳ ରଘୁବର ଦାସ । ୧୭ ଓ ୧୮ ତାରିଖରେ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ । ୨୦ ତାରିଖରେ ବିଚସ୍ପତି ନିର୍ବାଚନ ପରିଚାଳନା କରିବେ ।