28.1 C
Bhubaneswar
Sunday, September 29, 2024
Homeଦେଶ ବିଦେଶଆଇସିୟୁରେ ଭର୍ତ୍ତି ହେଲେ ଦିଲ୍ଲୀର ଜଳମନ୍ତ୍ରୀ ଆତିଶୀ

ଆଇସିୟୁରେ ଭର୍ତ୍ତି ହେଲେ ଦିଲ୍ଲୀର ଜଳମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ :  ଦିଲ୍ଲୀର ଜଳମନ୍ତ୍ରୀ ଆତିଶୀଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ ଏଲଏନଜେପି ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି । ଦିଲ୍ଲୀର ଜଳ ସମସ୍ୟାକୁ ନେଇ ଆତିଶୀ ହରିୟାଣା ସରକାରଙ୍କ ବିରୋଧରେ ଆମରଣ ଅନଶନରେ ବସିଥିବାବେଳେ ସୋମବାର ବିଳମ୍ବିତ ରାତିରେ ହଠାତ ତାଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଯାଇଥିଲା । ତାଙ୍କ ସୁଗାର ଲେବଲ ହଠାତ୍ ୩୬କୁ ହ୍ରାସ ପାଇଥିଲା, ଯାହା ବାସ୍ତବରେ ଚିନ୍ତାଜନକ । ତେଣୁ ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି । ଏନେଇ ଆପ ପକ୍ଷରୁ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking