16.1 C
Bhubaneswar
Saturday, December 27, 2025
Homeଓଡିଶାଅନୁଗୁଳରେ କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା ; ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ୬ ଲକ୍ଷ...

ଅନୁଗୁଳରେ କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା ; ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ୬ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର : ଅନୁଗୁଳ ଜିଲ୍ଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ ମୃତ ବାଳକର ପରିବାରର ନିକଟତମ ଆତ୍ମୀୟ ଙ୍କୁ ୬ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking