29.1 C
Bhubaneswar
Wednesday, April 29, 2026
Homeଅପରାଧବାପାକୁ ହତ୍ୟା କଲା ପ୍ରଫେସର ପୁଅ

ବାପାକୁ ହତ୍ୟା କଲା ପ୍ରଫେସର ପୁଅ

ଭୁବନେଶ୍ଵର: ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ। ମଞ୍ଚେଶ୍ଵର ଥାନା ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ଏଭଳି ଏକ ବିଭତ୍ସ ହତ୍ୟାକାଣ୍ଡ ଦେଖିବାକୁ ମିଳିଛି। ବାପା ପୁଅଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଗଣ୍ଡଗୋଳ ହୋଇଥିଲା। ପରେ ଏଥିରେ ଉତ୍ତ୍ୟକ୍ତ ହୋଇ ପୁଅ ଛୁରୀ ଭୁସି ବାପାକୁ ହତ୍ୟା କରିଥିବା ଜଣାପଡିଛି। ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ପୁଅକୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ପୁଅ ଏକ ଘରୋଇ କଲେଜରେ ପ୍ରଫେସର ଥିବା ସୂଚନା ମିଳିଛି।

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ବୃଦ୍ଧ ଦମ୍ପତିଙ୍କ ଜୀବନ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking