27.4 C
Bhubaneswar
Wednesday, April 15, 2026
Homeଦେଶ ବିଦେଶବିଦ୍ୟୁତ ରଂଜନ ଷଡଙ୍ଗୀ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ

ବିଦ୍ୟୁତ ରଂଜନ ଷଡଙ୍ଗୀ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ

କଟକ: ବୁଧବାର ବିଦ୍ୟୁତ ରଂଜନ ଷଡଙ୍ଗୀଙ୍କୁ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଦ୍ର‌ୌପଦୀ ମୁର୍ମୁ, ଦେଶର ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୁଡଙ୍କ ପରାମର୍ଶ କ୍ରମେ ଏହି ନିଯୁକ୍ତି ଦେଇଛନ୍ତି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ର‌େ ସୂଚନା ଦେଇଛନ୍ତି। ସେହିଭଳି ଝାଡ଼ଖଣ୍ଡ ହାଇକୋର୍ଟର ବିଚାରପତି ଜଷ୍ଟିସ ଚନ୍ଦ୍ରଶେଖରଙ୍କୁ ରାଜସ୍ଥାନ ହାଇକୋର୍ଟକୁ ସ୍ଥାନାନ୍ତର କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking