23.1 C
Bhubaneswar
Saturday, February 14, 2026
Homeଓଡିଶାରାଜ୍ୟ ଯୋଜନା ବୋର୍ଡ ଭଙ୍ଗ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ କ୍ଷମତାକୁ ଫେରିବା ପରେ ପୂର୍ବ ସରକାରରେ ଗଠନ ହୋଇଥିବା ଯୋଜନା ବୋର୍ଡକୁ ଭଙ୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂର୍ବ ବିଜେଡି ସରକାର ଗଠନ କରିଥିବା ରାଜ୍ୟ ଯୋଜନା ବୋର୍ଡରେ ମୁଖ୍ୟମନ୍ତ୍ରୀ ଏହାର ସଭାପତି ଥିବା ବେଳେ ବିଜେଡି ଦଳର ବରିଷ୍ଠ ନେତାମାନଙ୍କୁ ଏହାର ଉପ ସଭାପତି ତଥା ସଦସ୍ୟ ଭାବରେ ନିଯୁକ୍ତ କରାଯାଇଥିଲା। ତେବେ ଏହି କମିଟି ଅନେକ ବର୍ଷ ଧରି କେବେ ବୈଠକ କରି ନାହାନ୍ତି।

କାଲି ଖୋଲିବ ଭିତର ରତ୍ନଭଣ୍ଡାର, ସକାଳ ୮ଟା ପରେ ମନ୍ଦିର ନିଷେଧ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking