21.1 C
Bhubaneswar
Saturday, February 14, 2026
Homeଓଡିଶାଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ । ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି ।

ସୂଚନା ଅନୁଯାୟୀ, ୨୦୨୧ର ଆଇଏଏସ୍‌ ଅଫିସର ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ତଥା ୨୦୨୨ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି। ଉଭୟଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking