25.1 C
Bhubaneswar
Saturday, February 14, 2026
Homeଓଡିଶା୨୧ରେ ସର୍ବଦଳୀୟ ବୈଠକ

୨୧ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର :ଭୁବନେଶ୍ବର: ଆସନ୍ତା ୨୧ ତାରିଖରେ ବସିବ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବୈଠକ। ସେହି ଦିନ ପୂର୍ବାହ୍ନ ୧୧ଟାରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ସହଯୋଗ ଲୋଡ଼ିବେ ବାଚସ୍ପତି। ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ। ସେହିପରି ଆସନ୍ତା ୨୩ ତାରିଖରେ ଉପ ବାଚସ୍ପତି ପଦ ଲାଗି ନାମାଙ୍କନ ହେବ। ସେହିଦିନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ ହେବ ଏବଂ ୨୪ ତାରିଖରେ ଫଳାଫଳ ଘୋଷଣା କରାଯିବ।

ଭୋଜନାଳୟରେ ମାଲିକଙ୍କ ନାମ ପ୍ରଦର୍ଶନ କରିବାକୁ ନିର୍ଦ୍ଦେଶ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking