30.1 C
Bhubaneswar
Saturday, May 9, 2026
Homeଓଡିଶାନଦୀରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ

ନଦୀରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ସାଉଡି ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ନଦୀରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତ ବୃଦ୍ଧ ଜଣଙ୍କ ହେଲେ ଶ୍ୟାମ ମାଝୀ। ଗତକାଲି ଶ୍ୟାମ ହଂସକରା ନଦୀକୁ ମାଛ ଧରିବାକୁ ଯାଇଥିଲେ। ଏହି ସମୟରେ ଅସାବଧାନତା କାରଣରୁ ତାଙ୍କ ଗୋଡ଼ ଖସି ଯାଇଥିଲା। ସେ ନଦୀରେ ବୁଡ଼ି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଯେତେ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନଥିଲେ। ଆଜି ସକାଳେ ନଦୀରେ ବୃଦ୍ଧ ଭାସୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ତଦନ୍ତ କରୁଛି। ପରିବାର ଲୋକେ ମଧ୍ୟ ପହଞ୍ଚିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking