32.1 C
Bhubaneswar
Friday, October 18, 2024
Homeଦେଶ ବିଦେଶ୫ ରାଜ୍ୟକୁ ବନ୍ୟା ନିୟନ୍ତ୍ରଣ ସହାୟତା

୫ ରାଜ୍ୟକୁ ବନ୍ୟା ନିୟନ୍ତ୍ରଣ ସହାୟତା

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ । ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । । ତେବେ ବନ୍ୟା କ୍ଷତିଗ୍ରସ୍ତ ୫ ରାଜ୍ୟକୁ ସ୍ୱତନ୍ତ୍ର ସହାୟତା ଘୋଷଣା । ବନ୍ୟା ମୁକାବିଲା ପାଇଁ ବିହାରକୁ ମିଳିବ ୧୧, ୫୦୦ କୋଟି । ଆସାମ, ହିମାଚଳପ୍ରଦେଶ, ସିକ୍କିମ ଓ ଉତ୍ତରାଖଣ୍ଡକୁ ମଧ୍ୟ ମିଳିବ ସହାୟତା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking