24.1 C
Bhubaneswar
Wednesday, May 6, 2026
Homeଦେଶ ବିଦେଶଅଲିମ୍ପିକ୍ସରେ ସୁରକ୍ଷା ପାଇଁ ପ୍ୟାରିସକୁ ହାଇ ଆର୍ଲଟ, ଦାୟିତ୍ବରେ ୩୦ ହଜାରରୁ ୪୫ ହଜାର ପୋଲିସ

ଅଲିମ୍ପିକ୍ସରେ ସୁରକ୍ଷା ପାଇଁ ପ୍ୟାରିସକୁ ହାଇ ଆର୍ଲଟ, ଦାୟିତ୍ବରେ ୩୦ ହଜାରରୁ ୪୫ ହଜାର ପୋଲିସ

ନୂଆଦିଲ୍ଲୀ: ଫ୍ରାନ୍ସର ରାଜଧାନୀ ପ୍ୟାରିସରେ ଆଜିଠୁ ଆରମ୍ଭ ହୋଇଛି ବିଶ୍ବର ସବୁଠୁ ବଡ଼ କ୍ରୀଡା ପ୍ରତିଯୋଗୀତା ଅଲମ୍ପିକ୍ସ ୨୦୨୪। ଏହା ଅଗଷ୍ଟ ୧୧ ତାରିଖ ପର୍ୟ୍ୟନ୍ତ ହେବାକୁ ଥିବା ଏହି ଅଲମ୍ପିକ୍ସର ସୁରକ୍ଷା ଫ୍ରାନ୍ସ ପାଇଁ ସବୁଠୁ ବଡ଼ ଚ୍ୟାଲେଞ୍ଜ ହୋଇଛି। ଅଲମ୍ପିକ୍ସ ପାଇଁ ପ୍ୟାରିସରେ ଖେଳାଳୀଙ୍କ ସହ ଲକ୍ଷ ଲକ୍ଷ ଲୋକଙ୍କ ସମାଗମ ହୋଇଛି । ସୁରକ୍ଷା ଦୃଷ୍ଟିରୁ ଅଲମ୍ପିକ୍ସ ଇତିହାସରେ ଏହା ସବୁଠୁ ଅଧିକ ବିପଦପୂର୍ଣ୍ଣ ଅଲମ୍ପିକ୍ସ ବୋଲି ଅନେକ ଜାତୀୟ ଓ ଆନ୍ତର୍ଜାତୀୟ ଗଣମାଧ୍ୟମ ସଂସ୍ଥା ଆକଳନ କରିଛନ୍ତି। ବିଶ୍ବରେ ଲାଗି ରହିଥିବା ଯୁଦ୍ଧ ସ୍ଥିତି ଏହି ଭୟକୁ ଅଧିକ ବଢାଇ ଦେଇଛି। ସୁରକ୍ଷା ପାଇଁ ପ୍ୟାରିସକୁ ହାଇ ଆର୍ଲଟରେ ରଖିଯାଇଛି। ୪ ସ୍ତପାହ ଧରି ହେବାକୁ ଥିବା ଏହି ଅଲିମ୍ପିକ୍ସରେ ସୁରକ୍ଷା ଦାୟିତ୍ବରେ ୩୦ ହଜାରରୁ ୪୫ ହଜାର ପୁଲିସ ଫୋର୍ସ ମୁତୟନ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking