26.1 C
Bhubaneswar
Friday, April 3, 2026
Homeଓଡିଶାମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ

ଭୁବନେଶ୍ୱର : ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ରହିଛି। ଯାହା ସୁଦୃଶ୍ୟ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଗାଙ୍ଗେୟ ପଶ୍ଚିମବଙ୍ଗ, ସଂଲଗ୍ନ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ଦେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଜୁଲାଇ ୩୦ ତାରିଖ ପର୍ଯ୍ୟନ୍ତ ପାଣିପାଗ ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ବଙ୍ଗୋପସାଗର, ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ପାଗ ଖରାପ ରହିବ ବୋଲି ଆଇଏମଡି ସତର୍କ କରାଇଦେଇଛି। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଏହି ଅଞ୍ଚଳରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking