27.1 C
Bhubaneswar
Wednesday, April 29, 2026
Homeଓଡିଶାଶାଶ୍ୱତ ମିଶ୍ରଙ୍କୁ ଅତିରିକ୍ତ ଦାୟିତ୍ୱ

ଶାଶ୍ୱତ ମିଶ୍ରଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର : ଆଇଏଏସ୍‌ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଆଇଏଏସ୍‌ ଅଫିସର ଏନ୍‌.ବି.ଏସ୍‌. ରାଜପୁତଙ୍କୁ ଶାଶ୍ୱତଙ୍କ ସ୍ଥାନରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking