32.1 C
Bhubaneswar
Thursday, March 26, 2026
Homeଓଡିଶାମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ସିଆଇଏସଏଫ୍ ଯବାନ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ସିଆଇଏସଏଫ୍ ଯବାନ ମୃତ

ଭୁବନେଶ୍ୱର : ଭୁବନେଶ୍ୱରରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ସିଆଇଏସଏଫ୍ ଯବାନଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ଭୁବନେଶ୍ୱର ଏୟାରପୋର୍ଟକୁ ରାତି ଡ୍ୟୁଟି କରିବା ପାଇଁ ଯିବା ସମୟରେ ଜଣେ ସିଆଇଏସଏଫ୍ ଯବାନ ଏୟାରପୋର୍ଟ ଯାଉଥିବା ସମୟରେ ତାଙ୍କୁ ଏକ କାର ଧକ୍କା ଦେଇଥିଲା । ଯବାନ ଜଣକ ଘଟଣାସ୍ଥଳରେ ଗୁରୁତର ଆହତ ହୋଇ ପଡିଯାଇଥିଲେ । ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking