20.1 C
Bhubaneswar
Monday, December 30, 2024
Homeଓଡିଶାବୟସାଧିକ ହିତାଧିକାରୀଙ୍କୁ ଘରେ ମିଳିବ ଚାଉଳ

ବୟସାଧିକ ହିତାଧିକାରୀଙ୍କୁ ଘରେ ମିଳିବ ଚାଉଳ

ଭୁବନେଶ୍ୱର : ଆଜି ବିଧାନସଭା ଅଧିବେଶନର ଅଷ୍ଟମ ଦିନ । ସ୍ୱାଭିବକ ରହିଛି ବିଧାନସଭା ପ୍ରଶ୍ନକାଳ । ଏହି କ୍ରମରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି , ବୟସାଧିକ ହିତାଧିକାରୀଙ୍କୁ ଘରେ ମିଳିବ ଚାଉଳ । ଯେଉଁମାନେ ପିଏଏସ୍ ଚାଉଳ ନେବାକୁ ପଞ୍ଚାୟତ ଅଫିସ ଆସିପାରୁନାହାନ୍ତି ସେମାନଙ୍କ ଘରେ ଚାଉଳ ପହଞ୍ଚାଇବାକୁ ବ୍ୟବସ୍ଥା କରୁଛନ୍ତି ରାଜ୍ୟ ସରକାର । ଟିପ ଚି଼ହ୍ନ ଦେଇପାରୁନାହାଁନ୍ତି ସେମାନଙ୍କ ପାଇଁ ସ୍ୱତନ୍ତ୍ର ଆପ୍ ଆଣିବେ ସରକାର । ସେମାନଙ୍କ ପାଖକୁ ଯାଇ ସେମାନଙ୍କଠାରୁ ବାୟୋମେଟ୍ରିକ୍ସ ଗ୍ରହଣ କରାଯିବାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking