32.1 C
Bhubaneswar
Thursday, April 30, 2026
Homeଓଡିଶାମୁକ୍ତି ମଣ୍ଡପ ସେବାୟତ ପରିଷଦ ପକ୍ଷରୁ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ

ମୁକ୍ତି ମଣ୍ଡପ ସେବାୟତ ପରିଷଦ ପକ୍ଷରୁ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ

ଯାଜପୁର : ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦିର ର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଦାବିରେ ଆଜି ମୁକ୍ତି ମଣ୍ଡପ ସେବାୟତ ପରିଷଦ ପକ୍ଷରୁ ଜିଲାପାଳ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଆଗକୁ ମା ବିରଜା ଙ୍କ ନଵଦିନାତ୍ମକ ରଥଯାତ୍ରା ଆସୁଛି। କିନ୍ତୁ ଏହା ପୂର୍ବରୁ ପରିକ୍ରମା ପ୍ରକଳ୍ପ ଅଧପନ୍ତରିଆ ହୋଇ ପଡି ରହିଛି ।ଏଥି ସହିତ ଆସୁଥିବା ଯାତ୍ରୀ ମାନଙ୍କୁ ମୌଳିକ ସୁବିଧା ସୁଯୋଗ ଦେବା ଭଳି ଦାବି କରି ଆଜି ମୁକ୍ତି ମଣ୍ଡପ ସେବାୟତ ପରିଷଦ ପକ୍ଷରୁ ଜିଲା ପ୍ରଶାସନ କୁ ଦାବି କରାଯାଇଛି। ଏ ନେଇ ସେବାୟତ ପରିଷଦ ପକ୍ଷରୁ ଏକ ପ୍ରତିନିଧି ଦଳ ଯାଜପୁର ଜିଲାପାଳ ଙ୍କୁ ଭେଟି ଏହି ଦାବି ପତ୍ର ପ୍ରଦାନ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking