25.9 C
Bhubaneswar
Monday, April 6, 2026
Homeଓଡିଶାଆଜିଠୁ ୩ ଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଆଜିଠୁ ୩ ଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜିଠୁ ୩ ଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଏଥିସହ ଏନଏଚ୍ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶାର ଜାତୀୟ ରାଜପଥ ନେଇ ଆଲୋଚନାର କାର୍ଯ୍ୟକ୍ରମ ରହିଛି।

ଏହି ଗସ୍ତ ଅବସରରେ ବହୁ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିବାର କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଜୁଲାଇ ୨୬ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ।ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟିଥିଲେ ସିଏମ୍।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking