16.1 C
Bhubaneswar
Sunday, December 7, 2025
Homeଓଡିଶା୧୮ମାସ ପାଇଁ ପ୍ରମୋଦ ଭଗତ ନିଲମ୍ବିତ

୧୮ମାସ ପାଇଁ ପ୍ରମୋଦ ଭଗତ ନିଲମ୍ବିତ

ନୂଆଦିଲ୍ଲୀ: ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ନିଲମ୍ବିତ । ୧୮ମାସ ପାଇଁ ନିଲମ୍ବିତ କରିଛି ବିଶ୍ୱ ବ୍ୟାଡମିଣ୍ଟନ ଫେଡେରେସନ । ଆଣ୍ଟି ଡୋପିଂ ନିୟମ ଉଲ୍ଲଘଂନ ଅଭିଯୋଗରେ ପ୍ରମୋଦଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି । ଫଳରେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେଇପାରିବେନି ପ୍ରମୋଦ । ୨୦୨୦ ଟୋକିଓ ଅଲିମ୍ପିକ୍ସରେ ପ୍ରମୋଦ ସ୍ୱର୍ଣ୍ଣ ଜିତି ଦେଶ ପାଇଁ ଗୌରବ ଆଣିଥିଲେ ।

ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking