27.1 C
Bhubaneswar
Thursday, March 26, 2026
Homeଓଡିଶାସିଏସ୍ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ୱ; ଶ୍ରୀମନ୍ଦିର ପ୍ରଶାସନରେ ହେଲେ କାର୍ଯ୍ୟକାରୀ ଅଧ୍ୟକ୍ଷ

ସିଏସ୍ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ୱ; ଶ୍ରୀମନ୍ଦିର ପ୍ରଶାସନରେ ହେଲେ କାର୍ଯ୍ୟକାରୀ ଅଧ୍ୟକ୍ଷ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ମିଳିଛି ଅତିରିକ୍ତ ଦାୟିତ୍ୱ । ଶ୍ରୀମନ୍ଦିର ପରିଚାଳନା କମିଟିର ସେ ହୋଇଛନ୍ତି କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି । ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଶ୍ରୀମନ୍ଦିର ଆଇନ ୧୯୫୫ ଅନୁଯାୟୀ ଶ୍ରୀଜଗନ୍ନାଥ ମନ୍ଦିରର ସଞ୍ଚାଳନ ଓ ପରିଚାଳନା ଭାର ମନ୍ଦିର ପରିଚାଳନା କମିଟି ଉପରେ ନ୍ୟସ୍ତ । ଉକ୍ତ ପରିଚାଳନା କମିଟିରେ ପୁରୀ ଗଜପତି ମହାରାଜା -ଅଧ୍ୟକ୍ଷ ଭାବେ କାର୍ଯ୍ୟ ସମ୍ପାଦନ କରୁଥିଲେ । ମୁଖ୍ୟ ସଚିବ ନିଜ ଦାୟିତ୍ୱ ସହ ଏବେ ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ସମ୍ପାଦନ କରିବେ ।

ରାଜ୍ୟରେ ସାମାଜିକ ବିଶୃଙ୍ଖଳାକୁ ନେଇ ନବୀନଙ୍କ ଉଦବେଗ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking