26.6 C
Bhubaneswar
Wednesday, April 15, 2026
Homeଓଡିଶାଆଡ଼ପ ପହଣ୍ଡିବେଳେ ଅଘଟଣ : ଜଣାପଡିଲା କାରଣ

ଆଡ଼ପ ପହଣ୍ଡିବେଳେ ଅଘଟଣ : ଜଣାପଡିଲା କାରଣ

ଭୁବନେଶ୍ୱର : ଆଡପ ପହଣ୍ଡି ବେଳେ ବଡ଼ ଠାକୁର ପଡ଼ିଯିବାର କାରଣ । ଆବଶ୍ୟକଠାରୁ ଅଧିକ ସଂଖ୍ୟକ ସେବକ ରଥରେ ଚଢିବା ଓ ବିଡ଼ିଆ ମଣୋହି ନୀତି ବିଳମ୍ବ ଯୋଗୁ ୪୫ ମିନିଟ୍ ରଥରେ ଠାକୁର ଅଟକି ରହିଥିବାରୁ ଏତେ ବଡ଼ ଅଘଟଣ ଘଟିଥିଲା । ବଡ଼ ଠାକୁରଙ୍କୁ ପକାଇଦେଖା ଘଟଣାରେ କମିଟି ତଦନ୍ତ ରିପୋର୍ଟ ଦେଇଛି । ୩ ଜଣିଆ ତଦନ୍ତକାରୀ କମିଟି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ରିପୋର୍ଟ ପ୍ରଦାନ କରିଛି । ଆସନ୍ତା ପରିଚାଳନା କମିଟି ବୈଠକରେ ରିପୋର୍ଟ ଉପସ୍ଥାପନ ହେବ ଓ ଆଲୋଚନା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking