31.1 C
Bhubaneswar
Thursday, April 30, 2026
Homeଓଡିଶାଗିରଫ ହେଲେ ଅତିରିକ୍ତ ଯୋଗାଣ ଅଧିକାରୀ

ଗିରଫ ହେଲେ ଅତିରିକ୍ତ ଯୋଗାଣ ଅଧିକାରୀ

ଭୁବନେଶ୍ୱର : ଗିରଫ ହେଲେ ଅତିରିକ୍ତ ଯୋଗାଣ ଅଧିକାରୀ । ଗତକାଲି ଭିଜିଲାନ୍ସ ଜାଲରେ ପଡ଼ିଥିବା କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ର ଆଜି ବନ୍ଧାଯାଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରାଯାଇଛି। ଗତକାଲି ଅତିରିକ୍ତ ଯୋଗାଣ ଅଧିକାରୀ ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଆଖି ଖୋସି ହେବା ପରି ସମ୍ପତ୍ତି ପାଇଥିଲା ଭିଜିଲାନ୍ସ। ଯାହାକୁ ଦେଖି ଭିଜିଲାନ୍ସ ଅଧିକାରୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପରେ ତାଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଇଥିଲା। ହେଲେ ପ୍ରଦୀପ ଠୁଳ କରିଥିବା ସମ୍ପତ୍ତି ସଂପର୍କରେ ସନ୍ତୋଷ ଜନକ ଉତ୍ତର ଦେଇ ପାରିନଥିଲେ। ଆଜି ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ସୂଚନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking