26.7 C
Bhubaneswar
Thursday, April 9, 2026
Homeଓଡିଶାଅଗଷ୍ଟ ୧୯ ଓ ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଅଗଷ୍ଟ ୧୯ ଓ ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଆସନ୍ତା ଅଗଷ୍ଟ ୧୯ ଓ ୨୬ ତାରିଖ ଦୁଇଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ୧୯ରେ ରକ୍ଷା ବନ୍ଧନ ପଡ଼ୁଥିବା ବେଳେ ୨୬ରେ ଜନ୍ମାଷ୍ଟମୀ ପଡ଼ୁଛି । ଏହି ଦୁଇ ଦିନ ସରକାରୀ ଛୁଟିଦିନ ଥିବାରୁ ଉକ୍ତ ଦୁଇ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ହେବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ହେବା ଓ ବନ୍ଦ ହେବା ନେଇ ଜନସାଧାରଣଙ୍କୁ ନିୟମିତ ଭାବେ ସୂଚିତ କରାଯାଉଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking