27.1 C
Bhubaneswar
Tuesday, March 31, 2026
Homeଓଡିଶାକେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କର ଧର୍ମପତ୍ନୀଙ୍କ ବିୟୋଗରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଶୋକ

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କର ଧର୍ମପତ୍ନୀଙ୍କ ବିୟୋଗରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଶୋକ

ଭୁବନେଶ୍ୱର:  କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମଙ୍କ ଧର୍ମପତ୍ନୀ ଶ୍ରୀମତୀ ଝିଙ୍ଗିଆ ଓରାମଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀମତୀ ପରିଡା କହିଛନ୍ତି ଯେ, ଶ୍ରୀମତୀ ଝିଙ୍ଗିଆ ଓରାମଙ୍କ ଅକାଳ ବିୟୋଗ ତାଙ୍କ ପରିବାର ପାଇଁ ଏକ ଅପୂରଣୀୟ କ୍ଷତି।ଏହି ଦୁଃଖଦ ସମୟକୁ ସାମନା କରିବାକୁ ପ୍ରଭୁ ଜଗନ୍ନାଥ ତାଙ୍କ ପରିବାରକୁ ଶକ୍ତି ପ୍ରଦାନ କରନ୍ତୁ । ଶ୍ରୀମତୀ ଝିଙ୍ଗିଆ ଓରାମ ଜଣେ ଅତ୍ୟନ୍ତ ମିଷ୍ଟଭାଷୀ, ଧର୍ମପରାୟଣ, ପରୋପକାରୀ ମହିଳା ଥିଲେ। ଶ୍ରୀମତୀ ପରିଡା ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking