18.1 C
Bhubaneswar
Tuesday, November 26, 2024
Homeଓଡିଶାବଢିବ ‘ଆବାସ’ ରାଶି : ମନ୍ତ୍ରୀ

ବଢିବ ‘ଆବାସ’ ରାଶି : ମନ୍ତ୍ରୀ

ଭୁବନେଶ୍ୱର:  ପିଏମ୍ ଆବାସ୍ ଯୋଜନାରେ ହିତାଧିକାରୀଙ୍କୁ ମିଳୁଥିବା ସହାୟତା ରାଶିର ପରିମାଣ ବୃଦ୍ଧି ପାଇବ । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ । ତାଙ୍କ କହିବା ମୁତାବକ, ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ବଦଳରେ ୧ ଲକ୍ଷ ୮୦ ହଜାର ଟଙ୍କା ମିଳିବ। ଖୁବଶୀଘ୍ର ସମ୍ପୂର୍ଣ୍ଣ ଗାଇଡଲାଇନ ଆସିବ । ସେହିପରି ଶୌଚାଳୟ ପାଇଁ ପୂର୍ବରୁ ୧୨ ହଜାର ଟଙ୍କା ଦିଆଯାଉଥିଲା ବର୍ତ୍ତମାନ ତାକୁ ୨୦ ହଜାର ଟଙ୍କା ଦିଆଯିବା ପାଇଁ ବ୍ୟବସ୍ଥା କରାଯାଇଛି । ପ୍ରତି ଆବାସ ଘରକୁ ମଡେଲ ଗୃହ ଭାବେ ନିର୍ମାଣ କରାଇବେ ରାଜ୍ୟ ସରକାର । ପାଣି, ଶୌଚାଳୟ, ବିଜୁଳି, ସବୁ ଆବାସକୁ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking